BREAKING
Loading...
:

ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କୁ ମିଳିବ ସହାୟତା

 


*ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କୁ ମିଳିବ ସହାୟତା । ସମୀକ୍ଷା ବୈଠକ ପରେ କୃଷି ସଚିବ ଅରବିନ୍ଦ ପାଢୀଙ୍କ ସୂଚନା । ରାଜ୍ବସ ଓ କୃଷି ଅଧିକୀରୀଙ୍କ ମିିଳିତ ସହଯୋଗରେ କ୍ଷୟକ୍ଷତି ଗଣନା କରାଯିବ । ପ୍ରାଥମିକ ଆକଳନ ଅନୁସାରେ, ରାଜ୍ୟରେ ୭୯ ହଜାର ୬୭୧ ହେକ୍ଟର ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି ।*

*କେଉଁ ଚାଷୀଙ୍କୁ ମିଳିବ କେତେ ସହାୟତା ?*

- *ପ୍ଲାଣ୍ଟେସନ୍ ଚାଷ ନଷ୍ଟ ହୋଇଥିଲେ ହେକ୍ଟର ପିଛା ୨୨,୫୦୦ ଟଙ୍କା ମିଳିବ ।*

- *ଆଗ୍ରୋ ଫରେଷ୍ଟ ପ୍ଲାଣ୍ଟେସନ୍ ଚାଷୀଙ୍କୁ ସର୍ବନିମ୍ନ ୨୫୦୦ ଟଙ୍କା ମିଳିବ ।*

- *ଅଧା ହେକ୍ଚର ଚାଷ ଜମି ନଷ୍ଟ ହୋଇଥିଲେ ୪୨୦୦ ଟଙ୍କା ମିଳିବ ।

- *ଅଳ୍ପ କିଛି କ୍ଷତି ହୋଇଥିଲେ ଚାଷୀଙ୍କୁ ମିଳିବ ସର୍ବନିମ୍ନ ୧୦୦୦ ଟଙ୍କା ।*

*ଜଳ ସେଚିତ ଜମିରେ ଫସଲ ନଷ୍ଟ ହୋଇଥିଲେ ୧୭,୦୦୦ ଟଙ୍କା ମିଳିବ ।*

*ସେହି ଜମିରେ ଛୋଟ ଚାଷୀଙ୍କୁ ସର୍ବନିମ୍ନ ୨୦୦୦ ଟଙ୍କା ମିଳିବ ।

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS