ବଦଳିଲା ଛାତ୍ର ଛାତ୍ରୀଙ୍କ ୟୁନିଫର୍ମ
ଭୁବନେଶ୍ଵର (ମଣିଭଦ୍ରା ଖବର) ବଦଳିଲା ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ । ସବୁଜ ବଦଳରେ ବାଦାମୀ ଡ୍ରେସ୍ ପିନ୍ଧିବେ ଛାତ୍ରଛାତ୍ରୀ। ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନାରେ ମିଳିବ ଡ୍ରେସ୍। ସବୁ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲକୁ ବଣ୍ଟାଯିବ ।
ପ୍ରଦୀପ୍ତ କୁମାର ମିଶ୍ର,ସ୍ବତନ୍ତ୍ର ପ୍ରତିନିଧି, ଓଡ଼ିଶା
إرسال تعليق