*ପୋଲିସ ପିନ୍ଧିବେ ବଡି କ୍ୟାମେରା...*
*-ଡିଜିପି ସମ୍ମିଳନୀ ପୂର୍ବରୁ ଆକ୍ସନ ମୋଡ୍ରେ କମିଶନରେଟ୍ ପୋଲିସ*
*-ଅମାନିଆଙ୍କୁ ସାବାଡ଼ ପାଇଁ କମିଶନରେଟ ପୋଲିସର ନୂଆ ଯୋଜନା*
*-ଥାନା ରିସେପସନ୍ ଦାୟିତ୍ବରେ ଥିବା ଅଧିକାରୀ ପିନ୍ଧିବେ ବଡି କ୍ୟାମେରା*
*-ଥାନାରେ ଉତ୍ପାତ କରୁଥିବା ଅମାନିଆଙ୍କ ଅଡିଓ, ଭିଡିଓ ରେକର୍ଡ ହେବ*
*-କେବଳ ଏତଲାକାରୀ ନୁହେଁ, ପୋଲିସର ବ୍ୟବହାର ମଧ୍ୟ ରେକର୍ଡ ହେବ*
*-କ୍ୟାମେରାରେ ରେକର୍ଡ ଦୃଶ୍ୟକୁ ସିଧାସଳଖ ଦେଖିବେ ସିପି ଓ ଡିସିପି*
*-ପାନିକ୍ ବଟନ ଦବାଇବା ମାତ୍ରେ ଅଭାବନୀୟ ଘଟଣା ରେକର୍ଡ ହେବ*
*-ପାଇଲଟ ପ୍ରୋଜେକ୍ଟ ଆରମ୍ଭ କଲା କମିଶନରେଟ୍ ପୋଲିସ*
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق