BREAKING
Loading...
:

ଭିନେ_ପୁଅକୁ_ମିଳିବ_ଘର -ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ବୟାନ

 

ଭିନେ_ପୁଅକୁ_ମିଳିବ_ଘର -ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ବୟାନ

*-‘ବାପାଙ୍କ ଠାରୁ ଭିନେ ହୋଇ ଅଲଗା ପରିବାର କରିଥିଲେ ବି ଘର ମିଳିବ’*

*-'ପୂର୍ବ ସରକାରରେ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯିବ'*

*-'ଯୋଗ୍ୟଙ୍କୁ ୬ ମାସ ଭିତରେ କାର୍ଯ୍ୟାଦେଶ ଦେବ ବିଜେପି ସରକାର'*

*-'ଏହି ପ୍ରକ୍ରିୟାରେ ୨୦ରୁ ୨୨ ଲକ୍ଷ ହିତାଧିକାରୀଙ୍କୁ ଘର ମିଳିବ'*

*-'ହିତାଧିକାରୀ ଚୟନରେ ତ୍ରୁଟି ରହିଲେ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ'*


ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି, ଓଡ଼ିଶା 

Post a Comment

Previous Post Next Post
Header ADS