BREAKING
Loading...
:

ତୋଟାରୁ ଝୁଲନ୍ତା ଅବସ୍ଥାରେ ମୃତ ଦେହ ଉଦ୍ଧାର

 ତୋଟାରୁ ଝୁଲନ୍ତା ଅବସ୍ଥାରେ ମୃତ ଦେହ ଉଦ୍ଧାର 



କଟକ(ମଣିଭଦ୍ରା ଖବର) କଟକ ଜିଲ୍ଲା ବଡମ୍ବା  ବ୍ଲକ ଅନ୍ତର୍ଗତ ଅରଣ୍ଡା ନାଗାତୋଟା ଠାରେ ଝୁଲନ୍ତା ଅବସ୍ଥାରେ ଏକ ମୃତ ଦେହ ଉଦ୍ଧାର କରିଛି ବଡମ୍ବା ପୋଲିସ । ଏହା ଏକ ହତ୍ୟା ନା ଆତ୍ମହତ୍ୟା ଜଣାପଡ଼ିନାହିଁ । 


ମୃତକ ଙ୍କ ପରିଚୟ ମିଳିପାରିନାହିଁ । ଘଟଣା ସ୍ଥଳରେ ପହଁଚି ପୋଲିସ ତଦନ୍ତ ଆରମ୍ଭ କରିଥିବା ବେଳେ ମୃତକକୁ ଦେଖିବାକୁ ସ୍ଥାନୀୟ ଲୋକଙ୍କ ସୁଅ ଛୁଟିଛି । ତଦନ୍ତ ପରେ ପ୍ରକୃତ ରହସ୍ୟ ପଦାକୁ ଆସିପାରିବ ବୋଲି ଆଲୋଚନା ହେଉଛି । 

ମାନସ କୁମାର ସାହୁ, କଟକ 

Post a Comment

أحدث أقدم
Header ADS