BREAKING
Loading...
:

ପୁରୀ ଆସିବାକୁ ପର୍ଯ୍ୟଟକଙ୍କୁ ଅନୁରୋଧ କଲେ ଜିଲ୍ଲାପାଳ, କାଲିଠୁ ମହାପ୍ରଭୁଙ୍କ ସାଧରଣ ଦର୍ଶନ l*

 *ପୁରୀ ଆସିବାକୁ ପର୍ଯ୍ୟଟକଙ୍କୁ ଅନୁରୋଧ କଲେ ଜିଲ୍ଲାପାଳ, କାଲିଠୁ ମହାପ୍ରଭୁଙ୍କ ସାଧରଣ ଦର୍ଶନ l*

*ମହାପ୍ରଭୁଙ୍କ କୃପାରୁ ବାତ୍ୟା ଦାନାର‌ ପ୍ରଭାବ ପୁରୀରେ ପଡ଼ିନାହିଁ ।*

*ଏଣୁ ପର୍ଯ୍ୟଟକମାନଙ୍କୁ ପୁରୀ ଆସିବା ପାଇଁ ଅନୁରୋଧ କଲେ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ।*

 *ବାତ୍ୟାକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କଟକଣାକୁ କରାଗଲା କୋହଳ l*


ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS