*ରାଜଧାନୀରେ_ଗଣଦୁଷ୍କର୍ମ_୩_ଗିରଫ -ଭୁବନେଶ୍ବର: ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୩ ଗିରଫ*
*-ପୀଡ଼ିତାଙ୍କ ବାନ୍ଧବୀ ନାବାଳିକା ସହ ୩ ଜଣଙ୍କୁ ଗିରଫ କଲା ପୋଲିସ*
*-ଘଟଣା ସଂପର୍କରେ ଭୁବନେଶ୍ବର ଡିସିପି ପିନାକ ମିଶ୍ରଙ୍କ ସୂଚନା*
*-‘ନାବାଳିକାଙ୍କୁ ଗଣଦୁଷ୍କର୍ମ ନେଇ ନୟାପଲ୍ଲୀ ଥାନାରେ ଏତଲା ହୋଇଥିଲା’*
*-‘ପୀଡ଼ିତାଙ୍କୁ ତାଙ୍କ ବାନ୍ଧବୀ ଫୁସୁଲାଇ ଏକ ପରିତ୍ୟକ୍ତ ସ୍ଥାନକୁ ନେଇଥିଲେ’*
*-‘ସେଠାରେ ୪ ଜଣ ଯୁବକ ତାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା’*
*-‘ପୋଲିସ ରେଡ୍ କରି ସମସ୍ତ ୪ ଅଭିଯୁକ୍ତ ଓ ପୀଡ଼ିତାଙ୍କ ବାନ୍ଧବୀଙ୍କୁ ଧରିଛି’*
*-‘ବାନ୍ଧବୀ ଓ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି, ଅନ୍ୟ ୨ ଅଟକ’*
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment