ରାଜଧାନୀରେ ସେକ୍ସ ରାକେଟ ଠାବ
ଭୁବନେଶ୍ଵର (ମଣିଭଦ୍ରା ଖବର) ରାଜଧାନୀରେ ଚାଲିଥିଲା ସେକ୍ସ ରାକେଟ୍ । ମାଡ଼ି ବସିଲା ପୋଲିସ । ୪ ଯୁବତୀଙ୍କୁ ଉଠାଇ ନେଲା ଖଣ୍ଡଗିରି ଥାନା ପୋଲିସ । ଖଣ୍ଡଗିରି ଅଞ୍ଚଳର ଏକ ଘରେ ଏହି ସେକ୍ସ କାରବାର ଚାଲିଥିଲା । ଖବର ପାଇ ପୋଲିସ ଚଢାଉ କରିଛି। ନୟାଗଡ଼ର ଜଣେ ରାଣୀ ମହୁମାଛୀଙ୍କ ଜରିଆରେ ଏହି କାରବାର ଚାଲିଥିବା ପୋଲିସ ଜାଣିବାକୁ ପାଇଛି।
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment