*ଡିସେମ୍ବରରେ ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ ପର୍ଯ୍ୟାୟ ଟଙ୍କା : ବର୍ତ୍ତମାନ ସୁଦ୍ଧା ୮୦ ଲକ୍ଷ ମହିଳା ହେଲେଣି ଉପକୃତ*
ଭୁବନେଶ୍ଵର (ମଣିଭଦ୍ରା ଖବର) ଡିସେମ୍ବରରେ ମିଳିବ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା। ବର୍ତ୍ତମାନ ସୁଦ୍ଧା ତିନିଟି ପର୍ଯ୍ୟାୟରେ ୮୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦିଆଗଲାଣି। ୮୦ ଲକ୍ଷ ମହିଳା ୪ ହଜାର କୋଟି ଟଙ୍କାର ସହାୟତା ପାଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ସହାୟତା ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ହସ୍ତାନ୍ତର କରାଯାଇଥିଲା ।
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق