ଭୁବନେଶ୍ଵର (ମଣିଭଦ୍ରା ଖବର) ବାଲିଗୁଡ଼ା ସୂଚନା ଅଧିକାରକର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ଘଟଣାର ରାୟ ଶୁଣାଇଛନ୍ତି ଗଞ୍ଜାମ ଜିଲ୍ଲା ଓ ଦୌରା ଜଜ୍ ରୂପଶ୍ରୀ ଚୌଧୁରୀ । ଛଅ ଜଣଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଦୁଇ ଜଣ କୋର୍ଟରେ ଅନୁପସ୍ଥିତ ଥିବାରୁ ସେମାନଙ୍କ ବିରୋଧରେ ୱାରେଣ୍ଟ ଜାରି କରିଛନ୍ତି କୋର୍ଟ।* *ଟାଉନ ଥାନା ଅଧିକାରୀ ସୌଭାଗ୍ୟ କୁମାର ସ୍ୱାଇଁ ଓ ଏକ ସ୍ୱତନ୍ତ୍ର ଟିମ ୪ଜଣ ଅଭିଯୁକ୍ତଙ୍କୁ କଡ଼ା ସୁରକ୍ଷାରେ କୋର୍ଟରେ ହଜାର କରିଛନ୍ତି ।
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق