*ନଭେମ୍ବର ୨୬ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ l*
* ଏହା ପୂର୍ବରୁ ୨୫ରେ ବସିବ ସର୍ବଦଳୀୟ ବୈଠକ
* ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ
* ଗୃହ ସୁପରିଚାଳନା ନେଇ ବୈଠକରେ ହେବ ଆଲୋଚନା
* ନଭେମ୍ବର ୨୬ରୁ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଅଧିବେଶନ
* ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق