ମିସ୍ ଟିନ୍ ୟୁନିଭର୍ସ ୨୦୨୪ : ମୁକୁଟ ହାତେଇଲେ କିଟ୍ ଛାତ୍ରୀ ତ୍ରିଷ୍ଣା ରାୟ
ଦକ୍ଷିଣ ଆଫ୍ରିକାରେ ମିସ୍ ଟିନ୍ ୟୁନିଭର୍ସ ୨୦୨୪ ସୁନ୍ଦରୀ ପ୍ରତିଯୋଗିତାରେ କିଟ୍ ବିଶ୍ୱବିଦ୍ୟାଳୟ ଫେସନ୍ ସ୍କୁଲ୍ ଛାତ୍ରୀ ତ୍ରିଷ୍ଣା ରାୟ ବାଜିମାତ କରିଛନ୍ତି। ଏହା ସହ ମିସ୍ ଟିନ୍ ୟୁନିଭର୍ସ ୨୦୨୪ ଟାଇଟଲ୍ ହାସଲ କରିଛନ୍ତି। କିଟ୍ ଫେସନ୍ ଟେକ୍ନୋଲୋଜି ସ୍କୁଲ୍ର ଛାତ୍ରୀ ତ୍ରିଷ୍ଣା ଏହି ଟାଇଟଲ୍ ହାସଲ କରି କିଟ୍ ତଥା ଓଡ଼ିଶା ଓ ଭାରତ ପାଇଁ ଗୌରବ ଆଣି ଦେଇଛନ୍ତି।
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق