*ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳ*। ରୋନାଲ୍ଡ ଟ୍ରମ୍ପ ରାଷ୍ଟ୍ରପତି
(ମଣିଭଦ୍ରା ଖବର) କମଳା ହ୍ୟାରିସଙ୍କୁ ହରାଇଲେ ଡୋନାଲ୍ଡ ଟ୍ରମ୍ପ।୫୧ଭୋଟ ଅଧିକା ପାଇ ଜିତିଲେ ଟ୍ରମ୍ପ। ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଡୋନାଲ୍ଡ ଟ୍ରମ୍ପ ।
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق