-ଏଯାଏଁ ସୁଭଦ୍ରା ଟଙ୍କା ପାଇନଥିବା ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
-ଗୋଟିଏ ଆକାଉଣ୍ଟ ସହ ଗୋଟିଏ ମୋବାଇଲ ନମ୍ବର ଲିଙ୍କ୍ ପାଇଁ ପରାମର୍ଶ
-ପ୍ରାୟ ୫ ଲକ୍ଷ ଆବେଦନକାରୀଙ୍କର ବ୍ୟାଙ୍କ ସହ ଲିଙ୍କେଜ୍ ହୋଇନି
-ବ୍ୟାଙ୍କ ଆକାଉଣ୍ଟ-ଆଧାର-ମୋବାଇଲ ନମ୍ବର ମଧ୍ୟରେ ସମନ୍ୱୟ ନାହିଁ
-ଦୁଇ ତିନିଟି ଆକାଉଣ୍ଟ ଥିଲେ ସମସ୍ୟା ହେଉଛି
-ବ୍ୟାଙ୍କ ଯାଇ ଗୋଟିଏ ଆକାଉଣ୍ଟ ସହ ଗୋଟିଏ ମୋବାଇଲ ନମ୍ବର ଯୋଡ଼ନ୍ତୁ
-୨୪ ତାରିଖରେ ବାକି ଥିବା ହିତାଧିକାରୀଙ୍କୁ ଟଙ୍କା ମିଳିଯିବା କଥା
-କେହି ବଞ୍ଚିତ ହେଲେ ୨୪ ତାରିଖ ପରେ ଗାଁ ଗାଁକୁ ଯିବ ଟିମ୍
-ଅଙ୍ଗନବାଡ଼ି କର୍ମୀ ବ୍ୟକ୍ତିଗତ ଭାବେ ଯାଇ ଭେରିଫିକେସନ କରିବେ
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment