BREAKING
Loading...
:

ଆସନ୍ତା ୧୪ରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ

 ଆସନ୍ତା ୧୪ରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ

କଟକ( ମଣିଭଦ୍ରା ଖବର) କଟକ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଓ ସମସ୍ତ ତାଲୁକ୍ ଆଇନ ସେବା କମିଟି  ପରିସରରେ ଆସନ୍ତା ୧୪.୧୨.୨୦୨୪ରିଖ ଶନିବାର ପୂର୍ବାହ୍ନ ୧୦ଘଟିକା ସମୟରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ । ଏହି ଲୋକ ଅଦାଲତରେ ସମସ୍ତ ପ୍ରକାର ପ୍ରାକ୍ ତଥା ବିଚାରଧୀନ ମକଦ୍ଦମା ଯଥା ମୋଟରଯାନ ଜନିତ ଦୁର୍ଘଟଣା, ଶ୍ରମ ବିବାଦ, ଜମି ଅଧିଗ୍ରହଣ, କ୍ଷତିପୂରଣ, ପାରିବାରିକ, ଚେକ୍ ବାଉନ୍ସ, ଦେୱାନୀ ଓ ଫୌଜଦାରୀ ମାମଲାର ଆପୋଷ ସହମତିରେ ସମାଧାନ କରାଯାଇପାରିବ ।

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS