*ମୁଖ୍ୟମନ୍ତ୍ରୀଙ୍କ_ଦୀପାବଳି_ଶୁଭେଚ୍ଛା.*
*-ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ*
*-'ସମସ୍ତଙ୍କ ଜୀବନରେ ଅଜ୍ଞାନ ଓ ଦୁଃଖର ଅନ୍ଧକାର ଦୂର ହେଉ'*
*-'ଜ୍ଞାନ ଓ ସମୃଦ୍ଧିର ଆଲୋକ ବିଚ୍ଛୁରିତ ହେଉ'*
*-'ବିକଶିତ ଓଡ଼ିଶା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହୋଇ କାମ କରିବା'*
*-'ଓଡ଼ିଶାର ଗୌରବକୁ ନୂତନ ଶିଖରରେ ପହଞ୍ଚାଇବା'*
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି
Post a Comment