BREAKING
Loading...
:

ଆକ୍ସନ ମୁଡ଼ରେ ମୁଖ୍ୟ ଶାସନ ସଚିବ

ଆକ୍ସନ ମୁଡ଼ରେ ମୁଖ୍ୟ ଶାସନ ସଚିବ 

 ଭୁବନେଶ୍ଵର (ମଣିଭଦ୍ରା ଖବର) ଆକ୍ସନ ମୋଡରେ ମୁଖ୍ୟ ଶାସନ ସଚିବ। ବଦଳି ପାଇଁ ଚାପ ପକାଇଲେ ହେବ କାର୍ଯ୍ୟାନୁଷ୍ଠାନ। ବଦଳି ଏବଂ ପୋଷ୍ଟିଂ ପାଇଁ ଆଉ ପକାଇ ହେବନି ଚାପ। ମେରିଟ୍ ଲିଷ୍ଟକୁ ଦୃଷ୍ଟିରେ ରଖି ନିୟମ ଅନୁସାରେ ପୋଷ୍ଟିଂ କରାଯିବ। ଏଥିରେ ଖିଲାପ କଲେ, କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଏଥିପାଇଁ ସବୁ ବିଭାଗର ସଚିବମାନଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। କିଛି କର୍ମଚାରୀ ବଦଳି ପାଇଁ ଚାପ ପକାଉଥିବା ନଜର ଆସିଛି। ଯାହା ଚାକିରି ସର୍ତ୍ତାବଳୀ ନିୟମକୁ ଉଲ୍ଲଂଘନ କରୁଛି।

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS