BREAKING
Loading...
:

ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର । ପୁଣି ତିଆରି ହେବ ସୁଭଦ୍ରା ଯୋଜନାର ଗାଇଡଲାଇନ୍*

 *ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର । ପୁଣି ତିଆରି ହେବ ସୁଭଦ୍ରା ଯୋଜନାର ଗାଇଡଲାଇନ୍*

ଭୁବନେଶ୍ଵର (ମଣିଭଦ୍ରା ଖବର) ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର । ପୁଣି ତିଆରି ହେବ ସୁଭଦ୍ରା ଯୋଜନାର ଗାଇଡଲାଇନ୍ । ତେବେ ଅଯୋଗ୍ୟ ହୋଇଥିବା ହିତାଧିକାରୀଙ୍କୁ କେମିତି ପୁଣି ଥରେ ସୁଭଦ୍ରା ଯୋଜନାରେ ସାମିଲ କରାଯିବ ।*


*ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର । ପୁଣି ତିଆରି ହେବ ସୁଭଦ୍ରା ଯୋଜନାର ଗାଇଡଲାଇନ୍ । ତେବେ ଅଯୋଗ୍ୟ ହୋଇଥିବା ହିତାଧିକାରୀଙ୍କୁ କେମିତି ପୁଣି ଥରେ ସୁଭଦ୍ରା ଯୋଜନାରେ ସାମିଲ କରାଯିବ,ସେନେଇ ନୂଆ ଗାଇଡ଼ ଲାଇନ ଆସିବ । ଦିନ ୩ଟା ରେ ଏନେଇ  ବସିବ ବିଭାଗର ବଡ଼ ବୈଠକ। ସୁଭଦ୍ରାରେ ଅଯୋଗ୍ୟ ଘୋଷିତ ହେଇଥିବା ଦୁଇ ଲକ୍ଷ ୬୭ ହଜାର ରିଜେକ୍ଟ ଲିଷ୍ଟ ଉପରେ ଏହି ବୈଠକରେ ଆଲୋଚନା ହେବ । ଆଉ କେଉଁ ଆଧାରରେ କେମିତି ସେମାନଙ୍କର ଭେରିଫିକେସନ୍ କରାଯିବ ସେନେଇ ନିଷ୍ପତ୍ତି ହେବ । ରିଜେକ୍ଟ ଲିଷ୍ଟ ଆବେଦନକାରୀଙ୍କ ଉପରେ ପୁନଃବିଚାର କରାଯିବ । ଆଉ ଖୁବଶୀଘ୍ର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଆସିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି ।

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS