BREAKING
Loading...
:

କନିସି ବ୍ଲକ କଲୋନୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ

 କନିସି ବ୍ଲକ କଲୋନୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ

ବ୍ରହ୍ମପୁର (ମଣିଭଦ୍ରା ଖବର) ରଙ୍ଗେଇଲୁଣ୍ଡା ବ୍ଲକ ସ୍ଥିତ କନିଶି ବ୍ଲକ କଲୋନୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦେବେନ୍ଦ୍ର ବେହେରା, ଏ ବିଓ କୁସୁମ କୁମାରୀ ପାଢ଼ୀ,ସି ଆର ସି ସି ଭଗବାନ ବିଶ୍ଵାଳ, ସୁକାନ୍ତ କୁମାର ଜେନା ଯୋଗ ଦେଇ ଦ୍ଵୀପ ପ୍ରଜ୍ଜ୍ୱଳନ କରିଥିଲେ।17 ଟି କ୍ଲଷ୍ଟର ର ଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ। ବକୃତା,ରଚନା, ଡାନ୍ସ, ଡ୍ରଇଂ ପ୍ରତିଯୋଗିତା ହୋଇଥିଲା।ଛାତ୍ରୀ ମାନଙ୍କ ଲୁକ୍କାୟିତ ଗୁଣ କୁ ବିକାଶ କରିବା ପାଇଁ ଏହା ଏକ ନୂତନ ପ୍ରୟାସ ବୋଲି ଅତିଥି ମାନେ ମତ ପ୍ରକାଶ କରିଥିଲେ।କୃତି ଛାତ୍ରୀ ମାନଙ୍କୁ ସାର୍ଟିପିକେଟ ପ୍ରଦାନ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ,ସମସ୍ତ ସି ଆର ସି ସି ,ଏବଂ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ।

ଜ୍ୟୋତି ରଞ୍ଜନ ଗୈାଡ, ଗଞ୍ଜାମ 

Post a Comment

أحدث أقدم
Header ADS