ପରଲୋକରେ ପୂର୍ବତନ ମନ୍ତ୍ରୀ ସମୀର ଦେ
ଭୁବନେଶ୍ଵର (ମଣିଭଦ୍ରା ଖବର) ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସମୀର ଦେ ଙ୍କ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ। ସମୀର ଦେ କିଛି ଦିନ ହେବ ମେଡିକାଲରେ ଚିକିତ୍ସିତ ହେଉଥିଲେ । ତାଙ୍କ ମୃତ୍ୟୁପରେ ବିଜେପି ପାଇଁ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରକାଶ କରିଛନ୍ତି । ତାଙ୍କ ମୃତ୍ୟୁରେ ଵୋକ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧିଦଳ ନେତା ନବୀନ ପଟନାୟକ ।
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق