*ଆବଶ୍ୟକ ପଡିଲେ ହେବ ରେରା ଆଇନର ସଂଶୋଧନ , ଆଉ ରହିବନି ସମସ୍ୟା ଏଭଳି କିଛି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏଥିସହ ସେ କହିଛନ୍ତି , ଡିସେମ୍ବର ୩୧ ବୈଠକରେ ସମାଧାନର ବାଟ ବାହାରିବ , ରେରା ଆଇନ ଆବଶ୍ୟକ ପଡିଲେ ସଂଶୋଧନ ହେବ ପୂର୍ବରୁ ରେରା କମିଟିକୁ ଏନେଇ କୁହାଯାଇଛି ଆଇନ ଶବ୍ଦ ସଂଯୋଜନାରେ ଅସୁବିଧା ଥିଲା... ବେଆଇନ ଭାବେ ପାର୍ଟ ପ୍ଲଟ ରେଜିଷ୍ଟ୍ରେସନ ହୋଇଛି, ୩୧ ଜଣ ଜିଲ୍ଲା ରେଜିଷ୍ଟର, ସବ ରେଜିଷ୍ଟରଙ୍କୁ ତାଲିକା ମଧ୍ୟ ବିଭାଗ ପ୍ରସ୍ତୁତ କରାଯାଇଛି ସେମାନେ କେତେ ଭଲ ଉଦ୍ଦେଶ୍ୟ ଥିଲା କେତେ ମନ୍ଦ ଥିଲା ତାର ମଧ୍ୟ ଖୋଳତାଡ଼ ହେବ...।
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق