BREAKING
Loading...
:

ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ବୋର୍ଡ ପରୀକ୍ଷା

 -ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ବୋର୍ଡ ପରୀକ୍ଷା

-ଫେଲ୍ ହେଲେ ପରବର୍ତ୍ତୀ ଶ୍ରେଶୀକୁ ଯାଇ ପାରିବେ ନାହିଁ


-ଏନେଇ ସୂଚନା ଦେଲେ କେନ୍ଦ୍ର ଶିକ୍ଷା ସଚିବ ସଞ୍ଜୟ କୁମାର


-ପଞ୍ଚମ ଓ ଅଷ୍ଟମରେ ଫେଲ୍ ହେଲେ ୨ ମାସରେ ପୁଣି ପରୀକ୍ଷା ଦେବେ 


-ରିଟେଷ୍ଟରେ ପାସ୍ ନ ହେଲେ ସେହି ପୁରୁଣା ଶ୍ରେଣୀରେ ରହିବେ


-ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ସ୍କୁଲ୍‌ରୁ ବାହାର କରାଯାଇପାରିବନି

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS