BREAKING
Loading...
:

ଅଟଳ ବିହାରୀ ବାଜପେୟୀ ଜୀ ଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ର ଶୁଭ ଉନ୍ମୋଚନ

 ଅଟଳ ବିହାରୀ ବାଜପେୟୀଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତିର ଶୁଭ ଉନ୍ମୋଚନ 

ଭୁବନେଶ୍ଵର (ମଣିଭଦ୍ରା ଖବର) ବ୍ରହ୍ମପୁର ମହାନଗର ରାମଲିଙ୍ଗେଶ୍ୱର ପାର୍କ ଠାରେ ଭାରତରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀ ଜୀ ଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ର ଶୁଭ ଉନ୍ମୋଚନ କଲେ ଭାରତୀୟ ଜନତା ପାର୍ଟି ର ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଉପସ୍ଥିତ ଥିଲେ ବ୍ରହ୍ମପୁର ସାଂସଦ ଡ଼ ପ୍ରଦୀପ କୁମାର ପାଣିଗ୍ରାହୀ,ବ୍ରହ୍ମପୁର ବିଧାୟକ ଶ୍ରୀ କେ ଅନିଲ କୁମାର,ଛତ୍ରପୁର ବିଧାୟକ ଶ୍ରୀ କୃଷ୍ଣ ନାୟକ,ଚିକିଟି ବିଧାୟକ ଶ୍ରୀ ମୋନରଞ୍ଜନ* *ଧାନ୍ୟସାମନ୍ତରାୟ ଓ ଭାରତୀୟ ଜନତା ପାର୍ଟି ର ବହୁ ବରିଷ୍ଠ ସଦସ୍ୟ /ସଦସ୍ୟା ଓ ବ୍ରହ୍ମପୁର ର ଜନସାଧାରଣ.*

*ଏହି ଅବସରରେ ବିଧାୟକ ଙ୍କ ଗାନ୍ଧୀ ନଗର କାର୍ଯ୍ୟାଳୟ ଠାରେ ଭାରତୀୟ ଜନତା ପାର୍ଟି ର କାର୍ଯ୍ୟକର୍ତ୍ତା ଙ୍କୁ ଦିଗଦର୍ଶନ ଦେଇଥିଲେ ।

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS