*ଗାଜା ଉପରେ ଇସ୍ରାଏଲର ଏୟାରଷ୍ଟ୍ରାଇକ୍ । ୫ସାମ୍ବାଦିକ ମୃତ*
ଗାଜା ଉପରେ ଇସ୍ରାଏଲ୍ ପକ୍ଷରୁ ଏୟାରଷ୍ଟ୍ରାଇକ୍ କରାଯାଇଛି । ଅଲ-ଅବଦା ହସ୍ପିଟାଲ ଉପରେ ଏୟାରଷ୍ଟ୍ରାଇକ୍ କରିଛି ଇସ୍ରାଏଲ୍ । ଏୟାରଷ୍ଟ୍ରାଇକରେ ୫ ସାମ୍ବାଦିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।*
*ଏବେବି ଜାରୀ ରହିଛି ଇସ୍ରାଏଲ୍-ହମାସ୍ ଯୁଦ୍ଧ । ଗାଜା ଉପରେ ଘନ ଘନ ଆକ୍ରମଣ କରୁଛି ଇସ୍ରାଏଲ୍ । ଇସ୍ରାଏଲର ମିସାଇଲ୍ ମାଡରେ ଗାଜାର ଅନେକ କ୍ଷୟକ୍ଷତି ହୋଇଥିବା ବେଳେ ଏବେ ଏୟାରଷ୍ଟ୍ରାଇକର ଖବର ସାମ୍ନାକୁ ଆସିଛି । ଗାଜା ଉପରେ ଏୟାରଷ୍ଟ୍ରାଇକ୍ କରିଛି ଇସ୍ରାଏଲ୍ । ମିଳିଥିବା ସୂଚନା ଅନୁସାରେ ଗାଜା ଉପରେ ଇସ୍ରାଏଲ୍ ପକ୍ଷରୁ ଏୟାରଷ୍ଟ୍ରାଇକ୍ କରାଯାଇଛି । ଅଲ-ଅବଦା ହସ୍ପିଟାଲ ଉପରେ ଏୟାରଷ୍ଟ୍ରାଇକ୍ କରିଛି ଇସ୍ରାଏଲ୍ । ଏୟାରଷ୍ଟ୍ରାଇକରେ ୫ ସାମ୍ବାଦିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହା ସହ ଅନେକ କ୍ଷୟକ୍ଷତି ଘଟିଥିବା ସୂଚନା ରହିଛି ।
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق