BREAKING
Loading...
:

ଭିଜିଲାନ୍ସ ଜାଲରେ ଖଣ୍ଡଗିରି ସବ-ରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ*

 *ଭିଜିଲାନ୍ସ ଜାଲରେ ଖଣ୍ଡଗିରି ସବ-ରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ*



*ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ*

*ଭୁବନେଶ୍ୱର(ତପନ ମହାନ୍ତି)ଭିଜିଲାନ୍ସ ଜାଲରେ ଫସିଛନ୍ତି ଖଣ୍ଡଗିରି ସବ-ରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ ଦେବଜାନୀ କର।* *୨୦ ହଜାର ଟଙ୍କା ଲାଞ୍ଚ ମାଗିବା ଓ ନେବା ବେଳେ ମାଡ଼ି ବସିଛି ଭିଜିଲାନ୍ସ।* *ଏକ ସବ ପ୍ଲଟ୍ ପାଇଁ ପଞ୍ଜୀକୃତ କରାଇଦେବା ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଉଥିଲେ।* *ଚଢ଼ାଉ କରି ଦେବଜାନୀଙ୍କ ନିକଟରୁ ସମ୍ପୂର୍ଣ୍ଣ ଲାଞ୍ଚ ରାଶି ଜବତ କରିଥିଲା ଭିଜିଲାନ୍ସ ଟିମ୍।* *ଏହା ପରେ ଆୟ ବହିର୍ଭୂତ ସମ୍ପତ୍ତି ଦୃଷ୍ଟି କୋଣରୁ ତାଙ୍କ ଘର ଓ ଅଫିସରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ।

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS