BREAKING
Loading...
:

ଆଜି ସନ୍ଧ୍ୟାରେ ଆସୁଛନ୍ତି ମହାମହିମ

 

*ଆଜି ସନ୍ଧ୍ୟାରେ ଆସୁଛନ୍ତି ମହାମହିମ । ସ୍ବାଗତ ପାଇଁ ଭୁବନେଶ୍ବରରେ ସ୍ବତନ୍ତ୍ର ପ୍ରସ୍ତୁତି । କଡ଼ା ସୁରକ୍ଷା ବଳୟରେ ରହିଛି ରାଜଧାନୀ*

*ଆଜି ଆସୁଛନ୍ତି ମହାମହିମ । ରାଷ୍ଟ୍ରପତିଙ୍କ ସ୍ବାଗତ ପାଇଁ ଭୁବନେଶ୍ବରରେ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା । ଆଜି ସନ୍ଧ୍ୟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ । ଏଥିପାଇଁ ସରିଛି ସମସ୍ତ ପ୍ରସ୍ତୁତି ।

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS