*ଜୟପୁରର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍....*
*-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ*
*-ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ବନାଥ ପାତ୍ରଙ୍କ ଘରେ ରେଡ୍*
*-ଏକକାଳୀନ ୬ଟି ଜାଗାରେ ଚଢ଼ାଉ କରୁଛି ଭିଜିଲାନ୍ସ*
*-ଭୁବନେଶ୍ବର, ଗଞ୍ଜାମ ଓ ଜୟପୁରରେ ଚାଲିଛି ରେଡ୍
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment