*-ଡିସେମ୍ବର ୨୫ ତାରିଖରେ ମିଳିବ ସୁଭଦ୍ରା ଟଙ୍କା*
*-ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବ*
*-ଚତୁର୍ଥ ପର୍ଯ୍ୟାୟ ଟଙ୍କା ପଠାଇବାକୁ ଚାଲିଛି ଯାଞ୍ଚ*
*-ଏନେଇ ବିସ୍ତୃତ ତଥ୍ୟ ଦେଲା ସୂଚନା ଓ ଲୋକସଂପର୍କ ବିଭାଗ*
*-ଡିସେମ୍ବର ୬ ସୁଦ୍ଧା ପ୍ରକାଶ ପାଇବ ଯୋଗ୍ୟ ଅଯୋଗ୍ୟ ତାଲିକା*
*-ବ୍ଲକ, ସହରାଞ୍ଚଳ, ମହାନଗରନିଗମ ସ୍ତରରେ ପ୍ରକାଶ ପାଇବ ତାଲିକା*
*-ଏହାପରେ ଆଉ ୭ ଦିନ ପର୍ଯ୍ୟନ୍ତ ଆପତ୍ତି ଗ୍ରହଣ କରାଯିବ
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment