BREAKING
Loading...
:

ଆସନ୍ତା ଶିକ୍ଷାବର୍ଷରେ ହେବ କଲେଜ ନିର୍ବାଚନ.....

 ଆସନ୍ତା ଶିକ୍ଷାବର୍ଷରେ  ହେବ କଲେଜ ନିର୍ବାଚନ.....

 ଭୁବନେଶ୍ଵର (ମଣିଭଦ୍ରା ଖବର);କମ୍ପିବ କଲେଜ୍‌ କ୍ୟାମ୍ପସ୍‌ । ଦୀର୍ଘ ବର୍ଷ ଧରି ବନ୍ଦ ରହିଥିବା ଛାତ୍ର ସଂସଦ ନିର୍ବାଚନ ହେବ । ଏଥିପାଇଁ କଲେଜ କ୍ୟାମ୍ପସ୍‌ ସରଗରମ୍‌ ହେବ । କଲେଜ ନିର୍ବାଚନକୁ ନେଇ ଗୁରୁବାର ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଆସନ୍ତା ଶିକ୍ଷା ବର୍ଷରେ କଲେଜ ଛାତ୍ର ସଂସଦ ନିର୍ବାଚନ ହେବ । କଟକ ଜବାହରଲାଲ ନେହରୁ ଇଣ୍ଡୋର ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ଏବିଭିପି କାର୍ଯ୍ୟକ୍ରମରେ ଯୋଗନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି ।

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS