*ପାହାଡ଼ରୁ ବିବାହିତ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଠାବ*
ଭୁବନେଶ୍ଵର (ମଣିଭଦ୍ରା ଖବର) ବ୍ରହ୍ମପୁର ସଦର ଥାନା ଅଲାରିଗଡ ଗ୍ରାମ ନିକଟ ପାହାଡ ଉପରୁ ବିବାହିତ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ମୃତ ପ୍ରେମୀ ଯୁଗଳମାନେ ହେଲେ ପାଟପୁର ଥାନା ପାଟପୁର ଗ୍ରାମର ସନ୍ତୋଷ ସାହୁଙ୍କ ସ୍ତ୍ରୀ ସୁମିତ୍ରା ସାହୁ ଓ ପୁରୁଷ ଜଣଙ୍କ ହେଲେ ପାଟପୁର ଥାନା ରାଧାଦେଈପୁର ଗ୍ରାମର ସିମାଞ୍ଚଳ ସାହୁଙ୍କ ପୁଅ ରାଜେନ୍ଦ୍ର ସାହୁ । ଉଭୟଙ୍କ ୩ଟି ଛୁଆ ଥିବା ବେଳେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢିଥିଲା ।ଉଭୟ ଗତ ଡିସେମ୍ବର ୧୯ତାରିଖରୁ ନିଖୋଜ ଥିଲେ। ଏନେଇ ପାଟପୁର ଥାନାରେ ଅଭିଯୋଗ ହୋଇଥିଲା ।
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق