BREAKING
Loading...
:

ରାଜ୍ୟରେ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବି ପୂରଣ ପ୍ରସଙ୍ଗ:



 *ରାଜ୍ୟରେ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବି ପୂରଣ ପ୍ରସଙ୍ଗ: ନୂଆ କଟ୍‌ ଅଫ୍‌ ମାର୍କ ସ୍ଥିର କରି ୨ୟ ମେରିଟ୍‌ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ନିଯୁକ୍ତିରୁ ବଞ୍ଚିତ ଆଶାୟୀଙ୍କ ପିଟିସନ୍‌ ଉପରେ ହାଇକୋର୍ଟଙ୍କ ନିର୍ଦ୍ଦେଶ। ୨୦ ହଜାର କନିଷ୍ଠ ଶିକ୍ଷକ ପଦବି ପୂରଣ ପାଇଁ ପ୍ରକାଶ ପାଇଥିଲା ବିଜ୍ଞପ୍ତି।

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS