BREAKING
Loading...
:

ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳନ

 ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳନ

ଖଣ୍ଡପଡ଼ା (ପୂର୍ଣ୍ଣଚନ୍ଦ୍ର ମହାପାତ୍ର) ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇସାରିଛି। ଆୟୋଜିତ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଖଣ୍ଡପଡ଼ା ବ୍ଲକ ଶିକ୍ଷା ଧିକାରୀ କୈଳାସ ଚନ୍ଦ୍ର କର, ମୁଖ୍ୟ ବକ୍ତା ଭାବେ ଶିଶୁ କବି କାଶି ନାଥ ଦାସ, ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷା ଧିକାରୀ ନାରାୟଣ ଦାସ, ଅନୁଷ୍ଠାନର ପୁର୍ବତନ ପ୍ରଧାନ ଶିକ୍ଷୟିତ୍ରୀ ଜୟନ୍ତୀ ସାହୁ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରୋଜାଲିନ ପରମ ଗୂରୃ , ସିଆରସି ପ୍ରଭାତ କୁମାର ସେଠି, ପୂର୍ବ ତନ ନଗରପାଳ କିଶୋର ଚନ୍ଦ୍ର ଦାସ ପ୍ରମୁଖ ଯୋଗଦାନ ଦେଇ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପ୍ରତି ମୃତି ରେ ପୁସ୍ପ ମାଲ୍ୟାର୍ପଣ ଓ ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ କୁ ଉଦ୍ ଘାଟନ କରିଥିଲେ। ଅନୁଷ୍ଠାନର ପ୍ରଧାନ ଶିକ୍ଷୟିତ୍ରୀ ଲିପସା ନନ୍ଦ କାର୍ଯ୍ୟ କ୍ରମ ପୁରୋହିତ କରି ବା ସହିତ ବାର୍ଷିକ ବିବରଣୀ ପାଠ ଉପସ୍ଥାପନା କରିଥିଲେ। ମହିଳା ଛାତ୍ରୀ ମାନଙ୍କୁ ନେଇ ସଂଗୀତ ପାଠ କରି ଛାତ୍ର ଛାତ୍ରୀ ମାନଙ୍କୁ ଶିକ୍ଷା ର ମହତ୍ ଉଦ୍ଦେଶ୍ୟ ରେ ଖଣ୍ଡପଡ଼ା ର। ଏହି ଅନୁଷ୍ଠାନ ଟି ପ୍ରଥମ ସ୍ଥାନ ହାସଲ କରିବା ପାଇଁ ଛାତ୍ର ଛାତ୍ରୀ ମାନଙ୍କୁ ପ୍ରବର୍ତ୍ତାଇ ଥିଲେ।

ମଣିଭଦ୍ରା ଖବର, ଖଣ୍ଡପଡ଼ା ବ୍ଳକ 

Post a Comment

Previous Post Next Post
Header ADS