ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି
ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀ ମାନଙ୍କ ଗ୍ରାଚୁଇଟି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି ହେଲା
ଭୁବନେଶ୍ୱର
ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀ ମାନଙ୍କ ଗ୍ରାଚୁଇଟି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ
ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ ଅନୁଦାନ ପ୍ରାପ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀ ମାନଙ୍କ ମୃତ୍ୟୁ ଓ ଅବସରକାଳୀନ ଗ୍ରାଚୁଇଟି
୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି ହେଲା ।
ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ଏଥିପାଇଁ ବିଭିନ୍ନ ଶିକ୍ଷକ ସଂଘ ମାନେ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିଲେ।
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment