ବାରବାଟୀ ମ୍ୟାଚ ପାଇଁ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଫେବ୍ରୁଆରୀ ୯ ତାରିଖରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଏକଦିବସୀୟ ମ୍ଯାଚ ଉପରେ ମାନନୀୟ ମୁଖ୍ୟମନ୍ତ୍ରୀ ଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ଦର୍ଶକମାନଙ୍କ ପାଇଁ ସମସ୍ତ ପ୍ରକାରର ସୁବିଧା ସୁଯୋଗ ଏବଂ ପ୍ରଶାସନିକ ସ୍ତରର ସୁପରିଚାଳନା ପାଇଁ ବିଭିନ୍ନ ବିଷୟରେ ଆଲୋଚନା
ଡ଼.ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment