ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା
ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୬, ୬୬, ୭୦୦ ଚାଷୀଙ୍କ ହୋଇଛି କ୍ଷତି। ୨, ୨୪, ୭୯୧ ହେକ୍ଟର ଜମିରେ ୩୩ ପ୍ରତିଶତ କ୍ଷତି ୨୯୧ କୋଟି ୫୯ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଘୋଷଣା। ବିପର୍ଯ୍ୟୟ ପରିଚାଳନା ଫଣ୍ଡରୁ ଦିଆଯିବ ସହାୟତା।
ପ୍ରଦୀପ୍ତ କୁମାର ମିଶ୍ର ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment