ଆଞ୍ଚଳିକ ବରିଷ୍ଠ ନାଗରିକ ସଂଘର ବୈଠକ
ଖଣ୍ଡପଡ଼ା ୨୫,୧( ପୂର୍ଣ୍ଣ ଚନ୍ଦ୍ର ମହାପାତ୍ର) ଖଣ୍ଡପଡ଼ା ବ୍ଲକ ବନମାଳୀ ପୁର ପଞ୍ଚାୟତ ଅଧୀନ ଚଣ୍ଡୀ ଛକରେ ଆଞ୍ଚଳିକ ବରିଷ୍ଠ ନାଗରିକ ସଂଘର ସାଧାରଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଅଛି। ବରିଷ୍ଠ ନାଗରିକ ଫୋରମ୍ ର ସଭାପତି ଅଖିଳ କୁମାର ମହାରଣାଙ୍କ ପୈାରହିତ ରେ ମୁଖ୍ୟ ଅତିଥି ଭାବେ ବିଧାୟକ ଦୁଷ୍ମନ୍ତ କୁମାର ସ୍ବାଇଁ ଯୋଗଦେଇ ଥିବା ବେଳେ ସମ୍ମାନୀତ ଅତିଥି ଖଣ୍ଡପଡ଼ା ଏସଡିପିଓ ବିମଳ କୁମାର ବାରିକ, ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ପ୍ରମୋଦ କୁମାର ପଟ୍ଟନାୟକଙ୍କୁ,ଫତେଗଡ ଥାନା ନିରୀକ୍ଷକ ପଞ୍ଚାନନ ପରିଡ଼ା, ଖଣ୍ଡପଡ଼ା ବ୍ଲକ ଅଧ୍ୟକ୍ଷା ଉପମା ବେହେରା ବନମାଳୀ ପୁର ସରପଞ୍ଚ ବାସନ୍ତୀ ବେହେରା ଭାପୁର ବ୍ଲକ ବରିଷ୍ଠ ନାଗରିକ ସଂଘର ସମ୍ପାଦକ ପ୍ରଭାକର ସାହୁ, ଆଞ୍ଚଳିକ ବରିଷ୍ଠ ନାଗରିକ ସଂଘର ସଭାପତି କାଶି ନାଥ ତ୍ରୀପାଠୀ ଯୋଗଦେଇଥିଲେ। ଏହି ଅବସରରେ ବରିଷ୍ଠ ନାଗରିକ ଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା
Post a Comment