୧୫ ଯାଏ ବଢ଼ିଲା ରାସନ ଇ-କେୱାସି ଅବଧି
ରାସନ କାର୍ଡ ଇ-କେୱାସି ଅବଧିକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି । ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଅବଧି ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଅବଧି ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଥିଲା । କିଛି ଲୋକ ଇ-କେୱାସି କରିନଥିବାରୁ ଏହି ଅବଧି ବୃଦ୍ଧି କରିବାକୁ ଦାବି କରିଥିଲେ ।
ଏଯାବତ୍ ୮୮ ପ୍ରତିଶତ ଲୋକ ଇ-କେଓ୍ବାଇସି କରିସାରିଲେଣି। ଆହୁରି ୪୦ ଲକ୍ଷ ୪୦ ହଜାର ୮୬୪ ହିତାଧିକାରୀ ଇ-କେଓ୍ବାଇସି କରିନାହାନ୍ତି
ଡ.ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment