BREAKING
Loading...
:

ଠକେଇରେ ହ୍ବାଟସଆପ୍ ରହିଛି ୧ ନମ୍ବରରେ

 


ଠକେଇରେ ହ୍ବାଟସଆପ୍ ରହିଛି ୧ ନମ୍ବରରେ । ତା ପଛକୁ ରହିଛି ଟେଲିଗ୍ରାମ । ଟେଲିଗ୍ରାମ ଜରିଆରେ ୨୨ ହଜାର ୬୮୦ ଠକେଇ ଅଭିଯୋଗ ଏବଂ ଇନଷ୍ଟାଗ୍ରାମ ଜରିଆରେ ୧୯ ହଜାର ୮ ଶହ ଠକେଇ ଅଭିଯୋଗ ହୋଇଛି । ଖାଲି ଏତିକି ନୁହେଁ, ରିପୋର୍ଟରେ ଏହା ବି ମଧ୍ୟ କୁହାଯାଇଛି, ସାଇବର ଠକ ଗୁଗୁଲ ସେବା ପ୍ଲାଟଫର୍ମ ମଧ୍ୟ ବ୍ୟବହାର କରୁଛନ୍ତି ।

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS