BREAKING
Loading...
:

କଲବଲ କରିବ ଖରା

 

ଭୁବନେଶ୍ବର: ମାଘ ମାସ ଆହୁରି ୧୫ଦିନ ପରେ ‌ସରିବ। କିନ୍ତୁ ମାଘମାସରେ ଶୀତ କି ଜାଡ଼ ନାହିଁ। କୋରାପୁଟ, କନ୍ଧମାଳ, ମୟୂରଭଂଜ ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟ ଥଣ୍ଡା ଅନୁଭୂତ ହେଉଥିବା ବେଳେ ରାଜ୍ୟରେ ବର୍ତ୍ତମାନ ଶୀତ ଗାୟବ ହୋଇଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ। ଆସନ୍ତାକାଲି ଠାରୁ ଆଉ ଶୀତ ଅନୁଭୂତ ହେବ ନାହିଁ। ଶୀତର ସ୍ଥାନ ନେବ ଟାଇଁଟାଇଁ ଖରା। ସପ୍ତାହେ ଯାଏ ଗରମର ଅନୁଭୂତି ସହ  ଖରାରୁ ତ୍ରାହି ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଡ଼.ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS