BREAKING
Loading...
:

ଶପଥ ଗ୍ରହଣ କଲେ ନୂଆ ରାଜ୍ୟପାଳ ଡ଼ଃ ହରିବାବୁ କମ୍ଭମପତି

 *ଶପଥ ଗ୍ରହଣ କଲେ ନୂଆ ରାଜ୍ୟପାଳ  ଡ଼ଃ ହରିବାବୁ କମ୍ଭମପତି*।


ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି।

ରାଜ ଭବନରେ ଶପଥ ପାଠ କରାଇଲେ ହାଇକୋର୍ଟ ମୁଖ୍ୟବିଚାରପତି। ରାଜଭବନରେ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଲେ ଡକ୍ଟର ହରିବାବୁ କମ୍ଭମପତି । 

ଶପଥ ପାଠ କରାଇଲେ ହାଇକୋର୍ଟର ମୁଖ୍ୟ ବିଚାରପତି । ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟ ଅତିଥି ସାମିଲ।

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS