BREAKING
Loading...
:

ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ସବୁ ଶିକ୍ଷକ, ଅଧ୍ୟାପକଙ୍କୁ ମିଳିବ ଗ୍ରାଣ୍ଟ୍‌-ଇନ୍‌-ଏଡ୍‌

 ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ସବୁ ଶିକ୍ଷକ, ଅଧ୍ୟାପକଙ୍କୁ ମିଳିବ ଗ୍ରାଣ୍ଟ୍‌-ଇନ୍‌-ଏଡ୍‌

 ଭୁବନେଶ୍ୱର (ମଣିଭଦ୍ରା ଖବର) ଆଉ କୌଣସି ବିଦ୍ୟାଳୟ, ମହାବିଦ୍ୟାଳୟର ଶିକ୍ଷକ, ଅଧ୍ୟାପକମାନେ ବ୍ଲକ୍ ଗ୍ରାଣ୍ଟ ପାଇବେ ନାହିଁ । ସମସ୍ତ ଶିକ୍ଷକ, ଅଧ୍ୟାପକଙ୍କୁ ୧୯୯୪ ନିୟମ ଅନୁସାରେ ଗ୍ରାଣ୍ଟ୍-ଇନ୍-ଏଡ୍ ଦରମା ପ୍ରଦାନ କରିବାକୁ ହାଇକୋର୍ଟ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରାୟ ୩ ଶହ ଆବେଦନକାରୀ ଶିକ୍ଷକ, ଅଧ୍ୟାପକଙ୍କ ପକ୍ଷରୁ ଆଗତ ମାମଲାର ଏକତ୍ର ଶୁଣାଣି କରି ହାଇକୋର୍ଟର ବିଚାରପତି ଜଷ୍ଟିସ୍ ବିରଜା ପ୍ରସନ୍ନ ଶତପଥୀ ଏହି ନିର୍ଦ୍ଦେଶ ଦେଇଛନ୍ତି ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS