ଅପରିବର୍ତ୍ତିତ ରହିଲା ବିଜୁଳି ଦର, ଛାଡ ହେବ ସ୍ମାର୍ଟ ମିଟର ରେଣ୍ଟ୍:
ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ ( OERC ) ପକ୍ଷରୁ ବଡ଼ ଘୋଷଣା । ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ ଟାରିଫ୍ ଅପରିବର୍ତ୍ତିତ ଘୋଷଣା କରାଯାଇଛି। ୨ କିଲୋ ୱାଟ୍ ପର୍ଯ୍ୟନ୍ତ ସ୍ମାର୍ଟ ମିଟର ରେଣ୍ଟ୍ ଛାଡ଼ କରାଯାଇଛି। ଡିଜିଟାଲ୍ ପେମେଣ୍ଟରେ ୪ ପ୍ରତିଶତ ରିହାତି ବଳବତ୍ତର ରଖଯାଇଛି। OERC ସଚିବ ପ୍ରିୟବ୍ରତ ପଟ୍ଟନାୟକ ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment