BREAKING
Loading...
:

କନଷ୍ଟେବଳ ନିଯୁକ୍ତି ମାମଲା: ସର୍ବାଧିକ ବୟସ ସୀମା ୩ ବର୍ଷ କୋହଳ ପାଇଁ ନିର୍ଦ୍ଦେଶ

 କନଷ୍ଟେବଳ ନିଯୁକ୍ତି ମାମଲା: ସର୍ବାଧିକ ବୟସ ସୀମା ୩ ବର୍ଷ କୋହଳ ପାଇଁ ନିର୍ଦ୍ଦେଶ

ସିପାହି/କନଷ୍ଟେବଳ ପଦରେ ନିଯୁକ୍ତି ପାଇଁ ଆଶାୟୀଙ୍କୁ ବଡ଼ ଆଶ୍ବସ୍ତି ମିଳିଛି। ପ୍ରାର୍ଥୀଙ୍କ ସର୍ବାଧିକ ବୟସସୀମା ୩ ବର୍ଷ କୋହଳ ହେବ। ଏଥି ସହିତ ନିଯୁକ୍ତି ପ୍ରକ୍ରିୟା ଉପରେ ରହିଥିବା ଅଦାଲତୀ ଅଙ୍କୁଶ ହଟିଛି। କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନା ଓ ଜଷ୍ଟିସ ମୃଗାଙ୍କ ଶେଖର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଆଜି ଏ ସଂପର୍କିତ ରିଟ୍ ଅପିଲର ଶୁଣାଣି ବେଳେ ସରକାରଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ସଂକ୍ରାନ୍ତରେ ଅବଗତ କରାଯାଇଥିଲା।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS