*'୧୫_ଦିନ_ଭିତରେ_ନୂଆ_ଅବକାରୀ_ନୀତି’*
*-୧୫ରୁ ୨୦ ଦିନ ଭିତରେ ଆସିବ ନୂଆ ଅବକାରୀ ନୀତି*
*-ସୂଚନା ଦେଲେ ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ*
*-‘ନୂଆ ଅବକାରୀ ନୀତି ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି’*
*-‘ଯେଉଁଥିପାଇଁ ମାସେ ପୁରୁଣା ଅବକାରୀ ନୀତି ବୃଦ୍ଧି କରାଯାଇଛି’*
*-‘ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଲାଗୁ ହେବ ନୂଆ ଅବକାରୀ ନୀତି’
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق