BREAKING
Loading...
:

କାଲିଠାରୁ ସ୍କୁଲ କଲେଜ ଛୁଟି ଘୋଷଣା କଲେ ରାଜ୍ୟ ସରକାର

 କାଲିଠାରୁ ସ୍କୁଲ କଲେଜ ଛୁଟି ଘୋଷଣା କଲେ ରାଜ୍ୟ ସରକାର 



ଭୁବନେଶ୍ଵର (ମଣିଭଦ୍ରା ଖବର) ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା କଲେ ରାଜ୍ୟ ସରକାର । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଥିବା କହିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ରାଜ୍ୟରେ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ସରକାର ଆଗୁଆ ଛୁଟି ଘୋଷଣା କରିଥିବା ଜଣାପଡିଛି ।

ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର 

Post a Comment

أحدث أقدم
Header ADS