*କାଲି_୫_ଘଣ୍ଟା_ଶ୍ରୀଜିଉଙ୍କ_ଦର୍ଶନ_ବନ୍ଦ*
*-ପୁରୀ: କାଲି ପ୍ରାୟ ୫ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ*
*-ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ*
*-କୃଷ୍ଣ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି ପାଇଁ ବନ୍ଦ ରହିବ*
*-୨୧ରୁ ୨୪ ପର୍ଯ୍ୟନ୍ତ ୪ ଦିନ ପାଇଁ ରତ୍ନଭଣ୍ଡାର ମରାମତି ବନ୍ଦ ରହିବ*
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment