*୪୦_ଉପରେ_୧୧_ସହର*
*-ତାତି ଫେରିଲା; ୪୦ ଡିଗ୍ରୀ ଉପରେ ୧୧ ସହର*
*-୪୩.୫ ଡିଗ୍ରୀ ସହ ଝାରସୁଗୁଡା ରାଜ୍ୟର ଉତ୍ତପ୍ତ ସହର*
*-ବଲାଙ୍ଗିର ୪୨.୪, ଟିଟିଲାଗଡ଼ ୪୨, ସମ୍ବଲପୁର ୪୧.୯*
*-ସୁନ୍ଦରଗଡ଼ ୪୧.୮, ବୌଦ୍ଧ ୪୧.୫, ହୀରାକୁଦ ଓ ସୋନପୁର ୪୧.୩*
*-ନୂଆପଡ଼ା ୪୧, ଭବାନୀପାଟଣା ୪୦.୮, ରାଉରକେଲା ୪୦.୧*.
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment