*ମୋଦି_ନଡ୍ଡାଙ୍କୁ_ଭେଟିଲେ_ମୁଖ୍ୟମନ୍ତ୍ରୀ*
*-କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡାଙ୍କ ସହ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ*
*-ନିତି ଆୟୋଗ ବୈଠକରେ ପରେ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ*
*-ରାଜ୍ୟର ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ନେଇ ଗୁରୁତ୍ବପୂର୍ଣ୍ଣ ଆଲୋଚନା କଲେ*
*-ଓଡ଼ିଶାରେ ସାର୍ବଜନୀନ ସ୍ବାସ୍ଥ୍ୟ ସୁରକ୍ଷା ପ୍ରତି ପ୍ରତିବଦ୍ଧତା ଉପରେ ଗୁରୁତ୍ବ*
*-ଦୁର୍ଗମ ଅଞ୍ଚଳରେ ମେଡିକାଲ ଭିତ୍ତିଭୂମି, ଡାକ୍ତରୀ ଶିକ୍ଷା ଉପରେ ଆଲୋଚନା*
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق