ଚଳିତ ମାସରେ ଆସିବ ପାର୍ଟ ପ୍ଲଟ୍ ବିକ୍ରି ନେଇ ବିଜ୍ଞପ୍ତି*
*-ଚଳିତ ମାସରେ ଆସିବ ପାର୍ଟ ପ୍ଲଟ୍ ବିକ୍ରି ନେଇ ବିଜ୍ଞପ୍ତି*
*-ଏନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା*
*-'ଚୂଡ଼ାନ୍ତ ପର୍ଯ୍ୟାୟରେ ପାର୍ଟ ପ୍ଲଟ୍ ବିକ୍ରି ଅନୁମତି ପ୍ରକ୍ରିୟା ପହଞ୍ଚିଛି'*
*-'ପାର୍ଟ ପ୍ଲଟ୍ ବିଷୟ ନଗର ଉନ୍ନୟ ବିଭାଗ ପାଖରେ ରହିଛି'*
*-'ଡ୍ରାଫ୍କୁ ଆହୁରି ଅଧ୍ୟୟନ କରୁଛି ରାଜସ୍ୱ ବିଭାଗ'*
*-'ଏନେଇ ଅଂଶୀଦାରମାନଙ୍କ ସହ ଆଲୋଚନା ଚାଲିଛି'*
*-ଚଳିତ ମାସରେ ସାର୍ବଜନୀନ କରି ବିଜ୍ଞପ୍ତି ପ୍ରକାଶ ପାଇବ*
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment