BREAKING
Loading...
:

୩୧_ପର୍ଯ୍ୟନ୍ତ_ପ୍ରବଳରୁ_ଅତି_ପ୍ରବଳ_ବର୍ଷା*

 

*୩୧_ପର୍ଯ୍ୟନ୍ତ_ପ୍ରବଳରୁ_ଅତି_ପ୍ରବଳ_ବର୍ଷା*

-ଆସନ୍ତା ୩୧ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

-ଘଡ଼ଘଡ଼ି ସହ ଦଲକା ଦଲକା ପବନ ବହିବା ନେଇ ପୂର୍ବାନୁମାନ

-ସତର୍କ ରହିବାକୁ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

-ଦକ୍ଷିଣ ପଶ୍ଚିମ ମୌସୁମୀ ଅଗ୍ରସର ନେଇ ପାଗ ଅନୁକୂଳ ରହିଛି

-ଓଡ଼ିଶା ଉପକୂଳ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି

-ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବା ସମ୍ଭାବନା

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS